ପ୍ରମୋଦ କୁମାର ତ୍ରିପାଠୀ

ଉଇକିପିଡ଼ିଆ‌ରୁ
ପ୍ରମୋଦ କୁମାର ତ୍ରିପାଠୀ
ବୃତ୍ତି
  • ଲେଖକ
  • ନାଟ୍ୟକାର
ଭାଷାଓଡ଼ିଆ
ନାଗରିକତାଭାରତୀୟ
ସାହିତ୍ୟ କୃତିନିଶାନ୍ତ
ପୁରସ୍କାରଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର (ନାଟକ ଏକାଙ୍କିକା), ୧୯୯୯

ପ୍ରମୋଦ କୁମାର ତ୍ରିପାଠୀ ଜଣେ ଓଡ଼ିଆ ଲେଖକ ତଥା ନାଟ୍ୟକାର, ଯିଏକି ୧୯୯୯ ମସିହାରେ ତାଙ୍କ ରଚିତ ପୁସ୍ତକ ନିଶାନ୍ତ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।[୧]

ରଚନାବଳୀ[ସମ୍ପାଦନା]

ସମ୍ମାନ ଓ ପୁରସ୍କାର[ସମ୍ପାଦନା]

ଆଧାର[ସମ୍ପାଦନା]

  1. ୧.୦ ୧.୧ "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ପୁସ୍ତକ ଓ ଲେଖକ". ଓଡ଼ିଶା ସାହିତ୍ୟ ଏକାଡେମୀ. Archived from the original on 12 January 2024. Retrieved 4 April 2024.
  2. "ODISHA REFERENCE ANNUAL - 2011" (PDF). ODISHA REFERENCE: 95. Retrieved 10 April 2024.
  3. "ODISHA REFERENCE ANNUAL - 2005" (PDF). ODISHA REFERENCE: 631. Retrieved 10 April 2024.